Share to: share facebook share twitter share wa share telegram print page

କେ. ଅନୀଲ କୁମାର

କେ. ଅନୀଲ କୁମାର
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀବିକ୍ରମ କୁମାର ପଣ୍ଡା
ନିର୍ବାଚନ ମଣ୍ଡଳୀବ୍ରହ୍ମପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ବୃତ୍ତିରାଜନୀତିଜ୍ଞ

କେ. ଅନୀଲ କୁମାର ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ

ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୫୪,୯୯୭ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କୁ ୧୮,୭୦୯ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ଆଧାର

  1. "General Election to Assembly Constituencies 2024: Berhampur (Odisha)". Election Commission of India. Retrieved 27 June 2024.
Prefix: a b c d e f g h i j k l m n o p q r s t u v w x y z 0 1 2 3 4 5 6 7 8 9

Portal di Ensiklopedia Dunia

Kembali kehalaman sebelumnya